ରିପୋର୍ଟ କାର୍ଡ / ଛତିଶଗଡ
ଛତିଶଗଡର ରାୟପୁର ଜିଲ୍ଲାକୁ ସମ୍ପୂର୍ଣ୍ଣ ଲକଡାଉନ ଘୋଷଣା କଲେ ରାଜ୍ୟ ସରକାର | ଏପ୍ରିଲ ୯ ରୁ ୧୯ ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଲକଡାଉନ ଘୋଷଣା ହୋଇଛି | ୯ତାରିଖ ସନ୍ଧ୍ୟା ୬ଟାରୁ ୧୯ ତାରିଖ ସକାଳ ୬ଟା ପର୍ଯ୍ୟନ୍ତ ଲକଡାଉନ ପାଳନ କରାଯିବ | କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ସରକାର ଏଭଳି ପଦକ୍ଷେପ ନେଇଛନ୍ତି |
More Stories
ଇସ୍ରାଏଲ ଆକ୍ରମଣରେ ହିଜବୁଲ୍ଲା କମାଣ୍ଡର ଅଲି ଜାମୋଲ ନିପାତ…..
ନିଜକୁ ସାମ୍ବାଦିକା କହି ଭାରତର ରୁ ତଥ୍ୟ ସଂଗ୍ରହ କରୁଥିଲେ…..
କୁବେର ମୁଖ୍ୟଯନ୍ତ୍ରୀ ଗିରଫ…..