ରିପୋର୍ଟ କାର୍ଡ / କଟକ
ଏସସିବି ମେଡିକାଲ ନର୍ସିଂ କଲେଜକୁ ଅନ୍ୟାଦେଶ ଯାଏ ବନ୍ଦ କରାଯଇଛି। କରୋନା ସଂକ୍ରମଣ ବୃଦ୍ଧି ଯୋଗୁଁ ସ୍ୱାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ୍ତ ମହାପାତ୍ରଙ୍କ ନିର୍ଦ୍ଦେଶରେ ବନ୍ଦ ରହିବ ନର୍ସିଂ କଲେଜ। ଆଜି ସଂଧ୍ୟା ୫ଟା ସୁଦ୍ଧା ହଷ୍ଟେଲ ଛାଡ଼ିବାକୁ ଅନ୍ତେବାସୀଙ୍କୁ ନିର୍ଦ୍ଦେଶ ରହିଛି । ଏନେଇ କଲେଜ କର୍ତ୍ତୃପକ୍ଷ ଏକ ନୋଟିସ୍ ଜାରି କରିଛନ୍ତି । କଟକରୁ ଆଜି ୫୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଯଦି ଦେଖିବା ଗତ କିଛି ଦିନ ହେବ କଟକରେ ସଂକ୍ରମିତଙ୍କ ସଂଖ୍ୟା କ୍ରମାଗତ ବଢ଼ି ଚାଲିଛି ।






More Stories
ଗଡ଼ିବ ୨୫୦ ନୂଆ ୧୦୮ ଆମ୍ବୁଲାନ୍ସ…..
୧୨ରେ ପାଚିକା-ସହାୟିକାଙ୍କ ଧର୍ମଘଟ…..
ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍…..