ରିପୋର୍ଟ କାର୍ଡ / ଭୁବନେଶ୍ୱର
ଓଡିଶାରେ କରୋନାର ନୂଆ ଭାରିଆଣ୍ଟ ଜେଏନ.୧ ରେ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୨ ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ ସୁସ୍ଥ ଥିବା ବେଳେ ସେ ସୁନ୍ଦରଗଡର ବାସିନ୍ଦା। ଅନ୍ୟ ଜଣେ ଭୁବନେଶ୍ୱରର ଏକ ଘରୋଇ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ବିଜୟ ମହାପାତ୍ରଙ୍କ ପକ୍ଷରୁ ସୂଚନା ମିଳିଛି।
More Stories
ଆଉ ଖୋଲାରେ ମିଳିବନି ଗ୍ୟାସ୍……
ଉଚ୍ଚଶିକ୍ଷାରେ ୫୦ ପ୍ରତିଶତ ସଂରକ୍ଷଣ: SC-ST-OBC ଙ୍କୁ ମିଳିବ…..
ସଚିବସ୍ତରୀୟ ବୈଠକ ଅନୁଷ୍ଠିତ:ଏକୀକୃତ ବ୍ୟବସ୍ଥାକୁ ଆଣିବାକୁ ପରାମର୍ଶ….