ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶରେ ୨୪ ଘଣ୍ଟା ମଧ୍ୟରେ ୪ ଲକ୍ଷ ୧ ହଜାର ୦୭୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୪୦୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୪୧୮୭ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୨କୋଟି ୧୮ ଲକ୍ଷ ୯୨ ହଜାର ୬୭୬ରେ ପହଞ୍ଚିଛି। ମୃତ୍ୟୁସଂଖ୍ୟା ୨ ଲକ୍ଷ ୩୮ ହଜାର ୨୭୦ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୧ କୋଟି ୭୯ ଲକ୍ଷ ୩୦ ହଜାର ୯୬୦ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୩୭୨୩୪୪୬।






More Stories
ଆଜି ସାରା ଦେଶରେ ଔଷଧ ଦୋକାନ ବନ୍ଦ…..
ଦେଶ ଏକ ବଡ଼ ‘ଆର୍ଥିକ ଝଡ଼’ର ସମ୍ମୁଖୀନ ହେବାକୁ ଯାଉଛି…..
୨୦ରେ ମିଳିବନି ଔଷଧ…..