ରିପୋର୍ଟ କାର୍ଡ / ଜଗତସିଂହପୁର
ବାଣ କାରଖାନାରେ ଭୟଙ୍କର ବିସ୍ଫାରଣ ହୋଇଛି। ବିସ୍ଫୋରଣରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଗୁରୁତର ଆହତ ହୋଇଛନ୍ତି। ଏଭଳି ଘଟଣା ଘଟିଛି ଜଗତସିଂହପୁର ଜିଲ୍ଲା ବାଲିକୁଦା ଥାନା ଅନ୍ତର୍ଗତ ଇଚ୍ଛାପୁର ଠାରେ | ସେହିପରି ୩ ଗୁରୁତରଙ୍କୁ ଜଗତସିଂହପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିବା ବେଳେ ସେଠାରୁ ୨ ଜଣଙ୍କୁ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ସେହି ଦୁଇ ଜଣ ହେଉଛନ୍ତି ସୁଶାନ୍ତ ପୃଷ୍ଟି ଓ ଗୋପାଳପୁରର ଦୀନବନ୍ଧୁ ଦାସ । ଅନ୍ୟ ଜଣେ ମୃତକଙ୍କ ପରିଚୟ ମିଳିପାରି ନାହିଁ ।






More Stories
କୁଆପଥର ବର୍ଷା ସହ ଝଡ଼ପବନ…..
ସାରା ରାଜ୍ୟ ଉପରେ ରହିବ ସରକାରଙ୍କ ନଜର….
ସୋସିଆଲ ମିଡିଆରେ ବ୍ୟବହାର କଲେ କାର୍ଯ୍ୟାନୁଷ୍ଠାନ…..