ରିପୋର୍ଟ କାର୍ଡ / ଭୁବନେଶ୍ୱର
ଗନ୍ଧମାର୍ଦ୍ଦନ ଲୋଡ଼ିଂ ଓ ଟ୍ରାନ୍ସପୋର୍ଟିଂ କୋ-ଅପରେଟିଭ ସୋସାଇଟିର ଆର୍ଥିକ ଅନିୟମିତତା ମାମଲାରେ ଗିରଫ ରାଜା ଚକ୍ରଙ୍କୁ ୫ ଦିନିଆ ରିମାଣ୍ଡରେ ନେବ କ୍ରାଇମବ୍ରାଞ୍ଚ EOW | ଆଜି କ୍ରାଇମବ୍ରାଞ୍ଚ EOW କୋର୍ଟରେ ଆବେଦନ କରିଛି। ରାଜା ଚକ୍ରଙ୍କୁ କ୍ରାଇମବ୍ରାଞ୍ଚ EOW ରିମାଣ୍ଡରେ ଆଣି ଅଧିକ ପଚରାଉଉଚରା କରିବ। ଏପରିକି ହୋଇଥିବା ୧୮୫ କୋଟି ଟଙ୍କାର ବଡ଼ ଘୋଟାଲାରେ ଅନ୍ୟ କେଉଁମାନେ ସମ୍ପୃକ୍ତ ସେନେଇ ଅଧିକ ତଥ୍ୟ ଯୋଗାଡ କରିବ ।






More Stories
ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ବାଜିଲା ବିଗୁଲ୍…..
ବାଇକ୍ ଆରୋହୀଙ୍କ ଉପରେ ଚଢ଼ିଗଲା ଆମ ବସ୍…..
ବର୍ଷା ସହ ବିଜୁଳି-ଘଡ଼ଘଡ଼ି ସମ୍ଭାବନା……