ରିପୋର୍ଟ କାର୍ଡ / ଭୁବନେଶ୍ୱର
ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ ଆତ୍ମହତ୍ୟା ମାମଲାର ତଦନ୍ତ କରିବ ସିଆଇଡି କ୍ରାଇମବ୍ରାଞ୍ଚ । ଏନେଇ ପୋଲିସ ଡିଜି ନିର୍ଦ୍ଦେଶ ଦେଇଥିବା ସୂଚନା ମିଳିଛି । କେଉଁ ପରିସ୍ଥିତିରେ ଗୋବିନ୍ଦ ସାହୁର ମୃତ୍ୟୁ ହୋଇଛି, ସେନେଇ ତଦନ୍ତ ହେବ । ଅନ୍ୟପଟେ ଗୋବିନ୍ଦ ସାହୁଙ୍କ ଆତ୍ମହତ୍ୟାକୁ ନେଇ ଆରମ୍ଭ ହୋଇଛି ରାଜନୀତି । ଏହାର ସିବିଆଇ ତଦନ୍ତ ଦାବି କରୁଥିଲେ ବିରୋଧୀ ।






More Stories
ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ସାଂସଦ ଅପରାଜିତା…..
ଆଜି ରାଜ୍ୟ କ୍ୟାବିନେଟ ବୈଠକ….
୧୦ରେ ରାଜ୍ୟ କ୍ୟାବିନେଟ୍…..