ରିପୋର୍ଟ କାର୍ଡ / ଭୁବନେଶ୍ଵର
ଭୁବନେଶ୍ୱର ଉପକଣ୍ଠ ଧଉଳି ଥାନା ଉତ୍ତରା ପୁର୍ତ୍ତ ବିଭାଗ ଡାକ ବଙ୍ଗଳା ଭାର୍ଗବୀ ନଦୀ ବନ୍ଧରେ ଜଣେ ଯୁବକଙ୍କ କ୍ଷତବିକ୍ଷତ ମୃତଦେହ ଉଦ୍ଧାର ହୋଇଛି | ଯୁବକଙ୍କୁ କେହି ହତ୍ୟା କରି ଏଠାରେ ଫିଙ୍ଗିଥିବା ସନ୍ଦେହ କରାଯାଉଛି । ଯୁବକଙ୍କ ବୟସ ୩୦ରୁ ୩୫ ବର୍ଷ ହେବ । ଘଟଣା ସ୍ଥଳରେ ଚପଲ ପଡିରହିଥିବା ବେଳେ ଏକ ସ୍କୁଟର ଗାଡି ରହିଛି । ତେବେ ଯୁବକଙ୍କ ପରିଚୟ ଏପର୍ଯ୍ୟନ୍ତ ମିଳିନାହିଁ । ଘଟଣା ସ୍ଥଳରେ ଧଉଳି ପୋଲିସ୍ ତଦନ୍ତ ଚଳାଇଛି ।






More Stories
ରାଜଧାନୀରେ ବନ୍ଧୁକ ମୁନରେ ଦୁଷ୍କର୍ମ !….
ଏ.ସି.ଏଫ୍. ସୌମ୍ୟରଂଜନ ମୃତ୍ୟୁ ମାମଲା: ରୋଷେୟା ଗିରଫ….
ରାଜଧାନୀରେ ନାବାଳିକା କୁ ଦୁଷ୍କର୍ମ ପରେ ହତ୍ୟା…..