ରିପୋର୍ଟ କାର୍ଡ / ଯାଜପୁର
ଗାଈ ଚରାଇବାକୁ ଯାଇ ନଦୀରେ ପାଣି ପିଉଥିବା ବେଳେ ଯୁବକଙ୍କୁ ଝାମ୍ପିନେଲା କୁମ୍ଭୀର। ଯାଜପୁର ଜିଲ୍ଲା ପାଣିକୋଇଲି ଥାନା ତଣ୍ଡରା ତଣ୍ଡରା ଗ୍ରାମର କୈଲାସ ମଲ୍ଲିକଙ୍କ ପୁଅ ସିଦ୍ଧାର୍ଥ ମଲ୍ଲିକ ଖରସ୍ରୋତା ନଦୀ କୂଳରେ ଗାଈ ଚରାଉଥିବା ବେଳେ ନଦୀକୁ ପାଣି ପିଇବାକୁ ଯାଇଥିଲେ। ସେହି ସମୟରେ ହଠାତ୍ ଏକ କୁମ୍ଭୀର ତାଙ୍କୁ ନଦୀ ଭିତରକୁ ଟାଣିନେଇଥିଲା। ସେହି ସମୟରେ ହଠାତ୍ ଏକ କୁମ୍ଭୀର ତାଙ୍କୁ ନଦୀ ଭିତରକୁ ଟାଣିନେଇଥିଲା। ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳାଇଦେଇଛି।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..