ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଜମ୍ମୁ-କାଶ୍ମୀର ସୀମାରେ ସୁରକ୍ଷା ବାହିନୀଙ୍କୁ ବଡ଼ ସଫଳତା ମିଳିଛି। ପୁଞ୍ଛ ଜିଲାର ଭାରତ-ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଅବସ୍ଥିତ ଦିଗଓ୍ବାର ସେକ୍ଟରରେ ସୀମାପାର ଅନୁପ୍ରବେଶ ଉଦ୍ୟମକୁ ପଣ୍ଡ କରିଛି ଭାରତୀୟ ସେନା। ଅନୁପ୍ରବେଶ ଉଦ୍ୟମବେଳେ ସୁରକ୍ଷାବାହିନୀଙ୍କ ଗୁଳିରେ ନିପାତ ହୋଇଛନ୍ତି ଦୁଇ ଆତଙ୍କବାଦୀ। ଅସ୍ତ୍ରଶସ୍ତ୍ର ଜବତ କରିବାସହ ଅପରେସନ ଜାରି ରଖିଛନ୍ତି ସୁରକ୍ଷା ବାହିନୀ।






More Stories
ଆଜି ଦେଶବ୍ୟାପି ୬ଘଣ୍ଟିଆ ଧର୍ମଘଟ……
୩୦ ସପ୍ତାହର ଗର୍ଭପାତ ପାଇଁ ଅନୁମତି ଦେଲେ ସୁପ୍ରିମକୋର୍ଟ……
ନମାଜ ସମୟରେ ବିସ୍ଫୋରଣ,୧୦ ମୃତ୍ୟୁ…..