ରିପୋର୍ଟ କାର୍ଡ / କଟକ
ନିଲମ୍ବିତ ହେଲେ କଟକ CRRI ଥାନା ଅଧିକାରୀ ବିଜୟ କୁମାର ବାରିକ। ତାଙ୍କୁ ପୋଲିସ ଡିଜି ୱାଇ.ବି ଖୁରାନିଆ ନିଲମ୍ବନ କରିଛନ୍ତି। ୪୦ ହଜାର ଲାଞ୍ଚ ନେଲା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଥିଲେି। ଭୁବନେଶ୍ୱର ରାଜମହଲ ଛକରୁ ବିଜୟ ବାରିକଙ୍କୁ ଗିରଫ କରିଥିଲା ଭିଜିଲାନ୍ସ। ଜଣେ ଲାଇସେନ୍ସପ୍ରାପ୍ତ ମଦ ଦୋକାନୀଠାରୁ ଲାଞ୍ଚ ନେବା ବେଳେ ଗିରଫ କରାଯାଇଥିଲା।






More Stories
ରାଜ୍ୟର ଅଧିକାର ଛଡ଼ାଇ ନେବ ଏମ୍ଏମ୍ଡିଆର୍ ବିଲ୍……
୨୮ରେ ରାଜ୍ୟ କ୍ୟାବିନେଟ୍ ବୈଠକ……
ଆଶୁତୋଷ ପରିଡ଼ାଙ୍କୁ ଶାରଳା ପୁରସ୍କାର…..