ରିପୋର୍ଟ କାର୍ଡ / ଭୁବନେଶ୍ୱର
ବାହାନଗା ଟ୍ରେନ୍ ଟ୍ରାଜେଡି ରିଲେ ରୁମରେ ତ୍ରୁଟି ପାଇଁ ଘଟିଥିଲା । ତଦନ୍ତ ପରେ କମିଶନ ଅଫ ରେଲୱେ ସେଫ୍ଟି ରେଳ ବିଭାଗରେ ଦାଖଲ କରିଥିବା ରିପୋର୍ଟରୁ ଏହା ଜଣା ପଡ଼ିଥିବା ଜାତୀୟ ଗଣମାଧ୍ୟମରେ ଖବର ପ୍ରକାଶ ପାଇଛି। ବିଶେଷ କରି ସିଗନାଲିଂ ଓ ଟେଲି କମ୍ୟୁନିକେସନ୍ ବିଭାଗରେ ଷ୍ଟାଫଙ୍କ ତ୍ରୁଟି ଯୋଗୁଁ ଏତେବଡ଼ ଦୁର୍ଘଟଣା ଘଟିଥିବା ରିପୋର୍ଟରେ ଦର୍ଶାଯାଇଛି। ତେବେ ସିବିଆଇ ତଦନ୍ତ ଚାଲିଥିବାରୁ କାଳେ ଏହା ତଦନ୍ତକୁ ପ୍ରଭାବିତ କରିବ, ସେଥିପାଇଁ ରେଲୱେ ପକ୍ଷରୁ ରିପୋର୍ଟକୁ ସାର୍ବଜନୀନ କରାଯାଇ ନାହିଁ। ଟେକ୍ନିକାଲ ତ୍ରୁଟି ନେଇ ସେଫ୍ଟି କମିଶନର ରିପୋର୍ଟ ଦେଇଥିବା ସୂଚନା ମିଳିଛି।






More Stories
ଆଉ ଖୋଲାରେ ମିଳିବନି ଗ୍ୟାସ୍……
ଉଚ୍ଚଶିକ୍ଷାରେ ୫୦ ପ୍ରତିଶତ ସଂରକ୍ଷଣ: SC-ST-OBC ଙ୍କୁ ମିଳିବ…..
ସଚିବସ୍ତରୀୟ ବୈଠକ ଅନୁଷ୍ଠିତ:ଏକୀକୃତ ବ୍ୟବସ୍ଥାକୁ ଆଣିବାକୁ ପରାମର୍ଶ….