ରିପୋର୍ଟ କାର୍ଡ / କଟକ
ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବରେ ଶପଥ ନେବେ ଜଷ୍ଟିସ୍ ଚକ୍ରଧାରୀ ଶରଣ ସିଂ। ଆଜି ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ ରାଜ୍ୟପାଳ ରଘୁବର ଦାସ। ଗତ ୨ ତାରିଖରେ ଏନେଇ ଆଇନ୍ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଏହାପୂର୍ବରୁ ସେ ପାଟନା ହାଇକୋର୍ଟରେ ବିଚାରପତି ଥିଲେ। ଜଷ୍ଟିସ୍ ଚକ୍ରଧାରୀ ଶରଣ ସିଂ ୨୦୨୫ ଜାନୁଆରୀ ମାସରେ ଅବସର ନେବେ।






More Stories
ଯିଏ ଶୃଙ୍ଖଳା ଭାଙ୍ଗିବ କାର୍ଯ୍ୟାନୁଷ୍ଠାନ……
ଶିକ୍ଷକଙ୍କୁ ନିୟମିତ ନିଯୁକ୍ତି ଦିଆଯିବ…..
ସକାଳୁଆ ସ୍କୁଲ…..