ରିପୋର୍ଟ କାର୍ଡ / ରାୟପୁର
ଛତିଶଗଡ଼ ମୁଖ୍ୟମନ୍ତ୍ରୀ ପଦକୁ ନେଇ ଚାଲିଥିବା କଳ୍ପନାଜଳ୍ପନାର ଅନ୍ତ ଘଟିଛି। ବିଷ୍ଣୁଦେଓ ସାଏ ହେବେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ। ବିଧାୟକ ଦଳ ବୈଠକରେ ବିଷ୍ଣୁଦେଓ ସାଏଙ୍କ ନାଁ ଘୋଷଣା ହୋଇଛି। ଛତିଶଗଡ଼ର ରାୟପୁରରେ ରବିବାର ନବ ନିର୍ବାଚିତ ୫୪ଜଣ ବିଧାୟକଙ୍କୁ ନେଇ ବୈଠକ କରାଯାଇଥିଲା। ଏହି ବୈଠକରେ ବିଷ୍ଣୁଦେଓଙ୍କୁ ରାଜ୍ୟ ଭାର ଦେବା ନେଇ ନିଷ୍ପତ୍ତି ଗ୍ରହଣ କରାଯାଇଛି।
More Stories
ଆଦାନୀଙ୍କ ନିୟନ୍ତ୍ରଣରେ ମୋଦୀ…..
ଆନ୍ତଃମହାଦେଶୀୟ ବାଲିଷ୍ଟିକ୍ କ୍ଷେପଣାସ୍ତ୍ର ମାଡ଼ କଲା ରୁଷ…..
ଆଦାନୀ ଓଡ଼ିଶା ସରକାରଙ୍କୁ ଲାଞ୍ଚ ଦେଇଥିବା ଅଭିଯୋଗ….