ରିପୋର୍ଟ କାର୍ଡ / କଟକ
ରାଜ୍ୟରେ ବର୍ଷା ଜାରି ରହିଛି। ଏହାରି ମଧ୍ୟରେ ପାଣିପାଗ ବିଭାଗ ପ୍ରବଳ ବର୍ଷା ଯୋଗୁଁ କଟକକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି । ଗୁରୁବାର ସକାଳେ ୨ ଘଣ୍ଟା ପାଇଁ ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି । ସତର୍କ ସୂଚନାରେ କୁହାଯାଇଛି ଯେ, କଟକ ସହରର ତଳି ଅଞ୍ଚଳରେ ପାଣି ଜମିପାରେ। ଏଥିପାଇଁ ସୁରକ୍ଷିତ ସ୍ଥାନରେ ରହିବାକୁ ଲୋକଙ୍କୁ ପରାମର୍ଶ ଦିଆଯାଇଛି ।






More Stories
ରାଜ୍ୟରେ ସକାଳୁଆ ସ୍କୁଲ…..
କନିଷ୍ଠ ଶିକ୍ଷକ ହେଲେ ନିୟମିତ…..
ସରିଲା ମାଟ୍ରିକ ଖାତାଦେଖା…..