ରିପୋର୍ଟ କାର୍ଡ / କଟକ
କଟକ ପଟାପୋଲ ଅଞ୍ଚଳରେ ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଛନ୍ତି । ଦୁଇ ଗୋଷ୍ଠୀ ମଧ୍ୟରେ କାଚ ବୋତଲ ଓ ଇଟା ମାଡ ହୋଇଛି। ବେପରୁଆ ଗାଡ଼ିଡି ଚଳାଚଳକୁ ନେଇ ଏଭଳି ଘଟିଥିବା ସ୍ଥାନୀୟ ଲୋକଙ୍କଠାରୁ ଜଣାପଡ଼ିଛି। ଘଟଣା ସ୍ଥଳରେ ପୋଲିସ ପହଞ୍ଚି ସ୍ଥିତି ନିୟନ୍ତ୍ରଣ କରିଛି। ତେବେ ଛୋଟ ଦୁର୍ଘଟଣାକୁ କେନ୍ଦ୍ର କରି ଏହି ଗଣ୍ଡଗୋଳ ହୋଇଥିବା କହିଛନ୍ତି କଟକ ଡିସିପି ।






More Stories
ଆଜି ପ୍ରବଳ ବର୍ଷିବ,୫ ଜିଲ୍ଲାକୁ ରେଡ୍ ଓ୍ବାର୍ନିଂ ଜାରି…..
ଶାହଙ୍କ ଓଡିଶା ଗସ୍ତ ବାତିଲ…..
ଡିଏଭି ରେ ଗୋପାଳ ପଟ୍ଟନାୟକ ସ୍ମାରକୀ ଏବଂ ଇଂରାଜୀ ତର୍କ ପ୍ରତିଯୋଗିତା ଅନୁଷ୍ଠିତ……