ରିପୋର୍ଟ କାର୍ଡ / କଟକ
କଟକ ଶିଶୁଭବନରେ ଅଗ୍ନକାଣ୍ଡ ଘଟିଛି। ସର୍ଟ ସର୍କିଟ କାରଣରୁ ଅଗ୍ନିକାଣ୍ଡ ହୋଇଥିବା ନେଇ ସୂଚନା ମିଳିଛି। ନିଆଁ ଲାଗିବା ପରେ ତତ୍କ୍ଷଣାତ୍ ନିଆଁକୁ ଆୟତ୍ତ କରାଯାଇଛି। ଲାଗିଥିବା ନିଆଁରେ କୌଣସି କ୍ଷୟକ୍ଷତି ହୋଇନଥିବା ନେଇ ଜଣାପଡିଛି । ଶିଶୁ ଭବନର କିଛି ବିଦ୍ୟୁତ୍ ତାର ଜଳିଯାଇଛି, ଯାହାଦ୍ୱାରାକି ସାମୟିକ ଭାବେ ଡାକ୍ତରଖାନାର ବିଦ୍ୟୁତ୍ ସେବା ବିଚ୍ଛିନ୍ନ ହୋଇଥିବା ନେଇ ସୂଚନା ମିଳିଛି।






More Stories
ବର୍ଷାକୁ ନେଇ ବଡ଼ ଅପଡେଟ୍:ଜାରି ହେଲା ଆଲର୍ଟ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ:ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ…..