ରିପୋର୍ଟ କାର୍ଡ / ଭୁବନେଶ୍ୱର
ସମ୍ଭାବ୍ୟ ବାତ୍ୟା କୁ ନେଇ ଆଗାମୀ ପରିସ୍ଥିତି ଦେଖି ନିଆଯିବ ଆଶୁ ପଦକ୍ଷେପ। ଏନେଇ ଆଜି ରାଜ୍ୟ ରିଲିଫ୍ କମିଶନର ପ୍ରଦୀପ ଜେନା ସୂଚନା ଦେଇଛନ୍ତି । ଏବେ ସରକାରଙ୍କ ପକ୍ଷରୁ ଜିଲ୍ଲାପାଳମାନଙ୍କୁ ସତର୍କ ରହିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ସମ୍ଭାବ୍ୟ ବାତ୍ୟା ପାଇଁ ଦୀପାବଳି ଛୁଟି ବାତିଲ ହୋଇପାରେ। ଅନ୍ୟପଟେ ବିଭାଗୀୟ ଅଧିକାରୀମାନଙ୍କୁ ମୁଖ୍ୟାଳୟ ନ ଛାଡ଼ିବାକୁ ନିର୍ଦ୍ଦେଶ ଦିଆଯାଇଛି।






More Stories
୨୦୨୭ରୁ ନୂଆ ନିୟମ ଲାଗୁ…..
ବ୍ୟବସାୟୀଙ୍କୁ ହତ୍ୟା…..
ତେଲିଆ ଖାଦ୍ୟକୁ ‘ନା’, ସୁସ୍ଥ ଖାଦ୍ୟକୁ ‘ହଁ’……