ରିପୋର୍ଟ କାର୍ଡ / ଭୁବନେଶ୍ୱର
ଦକ୍ଷିଣ ଆଣ୍ଡାମାନ ସାଗର ଓ ଆଖପାଖ ଦକ୍ଷିଣପୂର୍ବ ବଙ୍ଗୋପସାଗର ଉପରେ ସଂଘଠିତ ହୋଇ ରହିଥିବା ଲଘୁଚାପ କ୍ଷେତ୍ର ୮ ତାରିଖ ସନ୍ଧ୍ୟାସୁଦ୍ଧା ସାମୁଦ୍ରିକ ବାତ୍ୟା ପାଲଟି ଯିବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ କହିଛି। ଏହା କ୍ରମେ ଉତ୍ତର ପଶ୍ଚିମ ଦିଗକୁ ଗତି କରି ବାତ୍ୟାରେ ରୂପାନ୍ତର ହେବ । ୮ରେ ବାତ୍ୟାରେ ରୂପାନ୍ତର ହୋଇ ଏହା୧୦ ତାରିଖ ବେଳକୁ ଉତ୍ତର ଆନ୍ଧ୍ର ଓ ଓଡ଼ିଶା ଉପକୂଳ ଛୁଇଁପାରେ । ଏନେଇ ଟ୍ୱିଟ୍ କରି ସୂଚନା ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ।






More Stories
ଝଡ଼ ବର୍ଷା:୮ ଜିଲ୍ଲାକୁ ୟେଲୋ ଓ୍ବାର୍ନିଂ…..
ବିଜେଡିରେ ମିଶିଲେ ରଘୁନାଥ ମହାନ୍ତି-ଜୀବନ ପ୍ରଦୀପ….
୨ରୁ ଯୁକ୍ତ ଦୁଇ ଖାତାଦେଖା…..