ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଗଭୀର ଅବପାତରେ ପରିଣତ ହୋଇ ବାତ୍ୟା ରୂପ ନେଉଛି । ଜୱାଦ ନାମରେ ଏହି ବାତ୍ୟା ପୁରୀ ଜିଲ୍ଲାରେ ବାତ୍ୟା ‘ଜୱାଦ ସ୍ଥଳଭାଗ ଛୁଇଁପାରେ। ଆଜି ଭାରତୀୟ ପାଣିପାଗ ବିଭାଗ(ଆଇଏମ୍ଡି) ଆକଳନ କରିଛି । ଏନେଇ SRC ପ୍ରଦୀପ ଜେନା ସୂଚନା ଦେଇଛନ୍ତି। ସ୍ଥଳ ଭାଗ ଅଳ୍ପ ଛୁଇଁବା ପରେ ପୁଣି ସମୁଦ୍ରକୁ ଚାଲି ଯାଇପାରେ ବାତ୍ୟା। ଯଦି ଅଧିକ ଦିଗ ବଦଳାଏ ତେବେ ହୁଏତ ସ୍ଥଳଭାଗ ନଛୁଇଁପାରେ। ସ୍ଥଳଭାଗ ନିକଟ ହେଲେ ସର୍ବାଧିକ ୯୦ରୁ ୧୦୦ କି.ମି. ବେଗରେ ପବନ ବହିପାରେ ବୋଲି SRC ସୂଚନା ଦେଇଛନ୍ତି।






More Stories
ସଚିବଙ୍କୁ ଛୁଟି ମନା…..
ପଟ୍ଟାରେ ଲାଗିବ କ୍ୟୁଆର୍ କୋଡ୍…..
ରାଜ୍ୟସଭା ନିର୍ବାଚନ ବିଗୁଲ୍ !…..