ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ବଙ୍ଗୋପସାଗରରେ ଲଘୁଚାପ ଘନୀଭୂତ ହୋଇ ବାତ୍ୟା ‘ମ୍ୟାଣ୍ଡସ୍’ରେ ପରିଣିତ ହୋଇଛି। ତାମିଲନାଡ଼ୁ ଓ ଆନ୍ଧ୍ର ଉପକୂଳରେ ପ୍ରବଳ ବର୍ଷା ହେବାରେ ଲାଗିଛି। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ ଆଗାମୀ ତିନିଦିନ ଭିତରେ ଆନ୍ଧ୍ରପ୍ରଦେଶ ଦକ୍ଷିଣ ଉପକୂଳର କେତୋକାଂଶ, ତାମିଲନାଡ଼ୁ ଓ ପୁଡ଼ୁଚେରୀରେ ମଧ୍ୟମରୁ ଅତି ପ୍ରବଳ ବର୍ଷା ହେବ। ବୁଧବାର ରାତିରୁ ଲଘୁଚାପ ଅଧିକ ଘନୀଭୂତ ହୋଇ ବାତ୍ୟା ରୂପ ନେଇଥିଲା | ତେଣୁ, ତାମିଲନାଡୁ, ପୁଡ୍ଡୁଚେରୀ ଏବଂ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳ ଅଞ୍ଚଳ ପ୍ରତି ବାତ୍ୟା ସତର୍କତ ଜାରିକରାଯାଇଛି |






More Stories
EV କିଣୁଥିବା ଗ୍ରାହକ ଖୁସି!…..
ଏପ୍ରିଲରୁ ନୂଆ ଆୟକର ନିୟମ…..
ଦେଶରେ ସଂସ୍କାର ଏକ୍ସପ୍ରେସ୍ ଆରମ୍ଭ…..