ରିପୋର୍ଟ କାର୍ଡ / ଭୁବନେଶ୍ବର
ଲ୍ୟାଣ୍ଡଫଲ ପ୍ରକ୍ରିୟା ବିଳମ୍ବ ନେଇ ପ୍ରତିକ୍ରିୟା ରଖିଛନ୍ତି ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି। ସେ କହିଛନ୍ତି, ୨ଟି ଆଣ୍ଟି ସାଇକ୍ଲୋନିକ ସର୍କୁଲେସନ ପାଇଁ ଲ୍ୟାଣ୍ଡଫଲ ପ୍ରକ୍ରିୟା ବିଳମ୍ବିତ ହୋଇଛି। ଏହି ପ୍ରକ୍ରିୟା ସାଧାରଣଭାବେ ୬ରୁ ୮ ଘଣ୍ଟା ଲାଗିଥାଏ, କିନ୍ତୁ ଟିକେ ବିଳମ୍ବ ହୋଇଛି। ଏଣେ ଲ୍ୟାଣ୍ଡଫଲ୍ ପରେ ଏହା ଧାମରାର ଉତ୍ତର ପଶ୍ଚିମ ଦିଗରେ ଗତି କରି କ୍ରମଶଃ ଦୁର୍ବଳ ହୋଇ ଅବପାତର ରୂପ ଧାରଣ କରିବ।






More Stories
ଚାଷୀଙ୍କ ସମସ୍ୟା ନେଇ ରାସ୍ତାକୁ ଓହ୍ଲାଇବ ବିଜେଡି…..
ବିଜେପି ନେତାଙ୍କ ଉପରେ ହେଉ କାର୍ଯ୍ୟାନୁଷ୍ଠାନ…..
ଆସନ୍ତାକାଲି ଯୁକ୍ତ ଦୁଇ ପରୀକ୍ଷା ଫଳ….