ରିପୋର୍ଟ କାର୍ଡ / ଭୁବନେଶ୍ୱର
ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ବାତ୍ୟାର ରୂପ ନେବ | ଆସନ୍ତା ୨୩ ତାରିଖ ଏବଂ ୨୪ ତାରିଖ ମଧ୍ୟରାତ୍ରରେ ସ୍ଥଳଭାଗ ଛୁଇଁବାର ସମ୍ଭାବନା ରହିଛି। ପାରାଦୀପ ଏବଂ ବାଲେଶ୍ଵର ମଧ୍ୟରେ ବାତ୍ୟା ‘ଦାନା’ ଲ୍ୟାଣ୍ଡଫଲ କରିପାରେ ବୋଲି ଭାରତୀୟ ପାଣିପାଗ ବିଭାଗ ସୂଚନା ଦେଇଛି। ଏହା ସହିତ ବାତ୍ୟାର ଗତିପଥ କିପରି ରହିବ ତାହା ମଧ୍ୟ ବିଭାଗ ପକ୍ଷରୁ ଦର୍ଶାଯାଇଛି। ତେବେ ଲଘୁଚାପ ଅବପାତର ରୂପ ନେବା ପରେ ଲ୍ୟାଣ୍ଡଫଲର ପ୍ରକୃତ ସ୍ଥାନ ଜଣାପଡ଼ିବ ବୋଲି କୁହାଯାଇଛି।





More Stories
କଂଗ୍ରେସ ନେତାଙ୍କୁ ଦିଲ୍ଲୀ ଡାକରା…..
ଜିଲ୍ଲା ଯୋଜନା ବୋର୍ଡ ପାଇଁ ଅଧ୍ୟକ୍ଷ ନିଯୁକ୍ତ…..
ରାଜ୍ୟରେ ଡିଜିଟାଲ୍ ଜନଗଣନା ଆରମ୍ଭ….