ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
କ୍ଷିଣ ଆଣ୍ଡାମାନ୍ ସମୁଦ୍ରରେ ଦାନା ବାନ୍ଧୁଛି ଏକ ବାତ୍ୟା। ସୃଷ୍ଟି ହୋଇଥିବା ଲଘୁଚାପ କାଲି ଅବପାତର ରୂପ ନେବ। ସାମୁଦ୍ରିକ ଝଡ଼ ଦକ୍ଷିଣ-ପଶ୍ଚିମମୁହାଁ ହୋଇ ଉତ୍ତର ତାମିଲନାଡ଼ୁର ପୁଡ଼ୁଚେରି ଏବଂ ଦକ୍ଷିଣ ଆନ୍ଧ୍ରପ୍ରଦେଶର ଉପକୂଳବର୍ତ୍ତୀ ଅଞ୍ଚଳ ଦେଇ ଗତି କରିପାରେ। ଡିସେମ୍ବର ୮ ସୁଦ୍ଧା ଏହି ସାମୁଦ୍ରିକ ଝଡ଼ ପହଞ୍ଚିବା ନେଇ ଭାରତୀୟ ପାଣିପାଗ ବତଭାଗ ପକ୍ଷରୁ ଆକଳନ କରାଯାଇଛି। ତେବେ ଏହାର ପ୍ରଭାବ ଓଡିଶା ଉପରେ କ’ଣ ରହିବ ସେନେଇ ଏଯାଏଁ କୌଣସି ସ୍ପଷ୍ଟତା ମିଳିନାହିଁ।






More Stories
ଅସ୍ତ୍ର ବିରତି ସତ୍ତ୍ବେ ଇସ୍ରାଏଲର ଆକ୍ରମଣ ଜାରି….
ସାରା ରାଜ୍ୟ ଉପରେ ରହିବ ସରକାରଙ୍କ ନଜର….
ଆଜି ଆସାମ,କେରଳ ଓ ପୁଡୁଚେରୀ ନିର୍ବାଚନ…..