ରିପୋର୍ଟକାର୍ଡ / ଭୁବନେଶ୍ବର
ଶ୍ରମିକଙ୍କ ସର୍ବନିମ୍ନ ଦୈନିକ ମଜୁରୀ ୧୦ ଟଙ୍କା ବୃଦ୍ଧି ପାଇଲା । ସରକାର ରାଜ୍ୟରେ ଶ୍ରମିକଙ୍କ ଦରମା ବୃଦ୍ଧି କରିଛନ୍ତି । ଅଣକୁଶଳୀ ଶ୍ରମିକଙ୍କ ଦୈନିକ ମଜୁରୀ ୪୫୨ରୁ ୪୬୨ ଟଙ୍କାକୁ ବୃଦ୍ଧି ପାଇଥିବାବେଳେ ଅର୍ଦ୍ଧକୁଶଳୀ ଶ୍ରମିକଙ୍କ ଦୈନିକ ମଜୁରୀ ୫୦୨ରୁ ୫୧୨ ଟଙ୍କାକୁ ବୃଦ୍ଧି ପାଇଛି । ସେହିଭଳି କୁଶଳୀ ଶ୍ରମିକଙ୍କ ଦୈନିକ ମଜୁରୀ ୫୫୨ରୁ ୫୬୨ ଟଙ୍କାକୁ ବୃଦ୍ଧି ପାଇଥିବାବେଳେ ଉଚ୍ଚକୁଶଳୀ ଶ୍ରମିକଙ୍କ ଦୈନିକ ମଜୁରୀ ୬୦୨ରୁ ୬୧୨ ଟଙ୍କାକୁ ବୃଦ୍ଧି ପାଇଛି । ଏହି ବର୍ଦ୍ଧିତ ମଜୁରୀ ପିଛିଲା ଭାବେ ଏପ୍ରିଲ ପହିଲାରୁ ଲାଗୁ ହେବ ।
More Stories
ଆଜିଠୁ ପୁରୁଣା ଗାଡ଼ି କୁ ପେଟ୍ରୋଲ-ଡିଜେଲ ମନା…..
କମିଲା ଗ୍ୟାସ୍ ଦର……
ଆଜି ହେରାପଞ୍ଚମୀ ନୀତି,ନନ୍ଦିଘୋଷ ରଥ ଭାଙ୍ଗିବେ ମହାଲକ୍ଷ୍ମୀ…..