ରିପୋର୍ଟ କାର୍ଡ / ଗଂଜାମ
୫ ଦିନ ହେଲା ଭଞ୍ଜନଗରର ଜଣେ ବ୍ୟବସାୟୀ ନିଖୋଜ ହୋଇଯାଇଥିଲେ | ଆଜି କ୍ଷତାକ୍ତ ଅବସ୍ଥାରେ ବ୍ୟବସାୟୀଙ୍କ ମୃତଦେହ ଦାରିଙ୍ଗବାଡ଼ି ଘାଟିରୁମିଳିଛି | ଏହା ପରେ ପୋଲିସ ସେଠାରେ ପହଞ୍ଚି ତଦନ୍ତ ଜାରିରଖିଛି | ମୃତ ବ୍ୟବସାୟୀଙ୍କ ନାଁ ହିତେନ ସ୍ୱାଇଁ। ଭଞ୍ଜନଗର ଷ୍ଟେଟ୍ ବ୍ୟାଙ୍କ ଛକ ନିକଟରେ ତାଙ୍କର ଏକ ଦୋକାନ ରହିଛି। ଗତ ମଙ୍ଗଳବାର ରାତିରେ ସେ ଦୋକାନରୁ ଘରକୁ ଫେରି ନଥିଲେ। ପରିବାର ଲୋକେ ଅନେକ ଖୋଜାଖୋଜି କରିପାଇ ନଥିଲେ | ଶେଷରେ ଭଞ୍ଜନଗର ଥାନାରେ ଏତଲା ଦେଇଥିଲେ।






More Stories
ରିଲ୍ସ ନିଶାରେ ନଦୀକୁ ଡେଇଁଲେ ଯୁବକ…..
କଟକରେ ଗାଡି ଜଳିବା ଘଟଣା :ନିଆଁ ଲଗାଇଥିଲେ ମହିଳା…..
ଭୁଲ ଇଞ୍ଜେକ୍ସନ୍ ନେଲା ଶିଶୁର ଜୀବନ…..