ରିପୋର୍ଟ କାର୍ଡ / ଭୁବନେଶ୍ୱର
ଭୁବନେଶ୍ୱର କଂଗ୍ରେସ ଭବନ ନିକଟ ରାସ୍ତାକଡରୁ ବୁଧବାର ମୃତଦେହ ଉଦ୍ଧାର ହୋଇଛି। କେହି କାରରେ ଆଣି ଯୁବକଙ୍କ ମୃତଦେହ ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି। ଯୁବକଙ୍କ ପରିଚୟ ଅସ୍ପଷ୍ଟ ରହିଛି। ଖବର ପାଇ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିବା ସହ ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଇଛି।
More Stories
ଆମ ବସ୍’ ଯାତ୍ରା ମାଗଣା…..
ଉଭୟ ପଡିଆରେ ବାଲିଯାତ୍ରା ପାଇଁ ସରକାରଙ୍କୁ ପ୍ରସ୍ତାବ…..
ଶ୍ରୀମନ୍ଦିର ପରିସରରେ ହାତାହାତି…..