Report Card Odisha

| Daily Odia News

ରାଜଧାନୀରେ ଜଣେ ଯୁବତୀଙ୍କ ଆତ୍ମହତ୍ୟା…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଭୁବନେଶ୍ବର ଚନ୍ଦ୍ରଶେଖରପୁର ଥାନା ଅନ୍ତର୍ଗତ ଶୈଳଶ୍ରୀ ବିହାର ଏଲସି ଅଞ୍ଚଳରେ ଜଣେ ଯୁବତୀଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହୋଇଛି । ଯୁବତୀଙ୍କ ନାମ ସରୋଜିନୀ ବିଶ୍ଵାଳ । ଯୁବତୀଙ୍କ ଘର ପୁରୀ ଜିଲ୍ଲା ଚନ୍ଦନପୁର ହୋଇଥିବା ବେଳେ ସେ ଭୁବନେଶ୍ବର ସ୍ଥିତ ଏକ ପ୍ରାଇଭେଟ୍ କମ୍ପାନୀରେ ଚାକିରୀ କରୁଥିବା ଜଣାପଡ଼ିଛି । ତେବେ ଆତ୍ମହତ୍ୟାର ପ୍ରକୃତ କାରଣ ଅସ୍ପଷ୍ଟ ଥିବାବେଳେ ମୃତଦେହକୁ ପୋଲିସ ଜବତ କରି ତଦନ୍ତ ଆରମ୍ଭ କରିଛି ।

Breaking News