Report Card Odisha

| Daily Odia News

ରାଜଧାନୀରୁ ନବବଧୂଙ୍କ ମୃତଦେହ ଉଦ୍ଧାର……

ରିପୋର୍ଟ କାର୍ଡ / ଭୁବନେଶ୍ୱର

ରାଜଧାନୀ ଭୁବନେଶ୍ୱରରୁ ସନ୍ଦେହଜନକ ଅବସ୍ଥାରେ ନବବଧୂଙ୍କ ମୃତଦେହ ଉଦ୍ଧାର ହୋଇଛିା ୟୁନିଟ ୯ ଭଗବତୀ ବସ୍ତିର ଘର ଭିତରୁ ମୃତଦେହ ଉଦ୍ଧାର ହୋଇଛି। ଏହା ହତ୍ୟା କି ଆତ୍ମହତ୍ୟା ତାହା ଅସ୍ପଷ୍ଟ ରହିଛି। ଖବର ପାଇ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

Breaking News