ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ସୁପ୍ରିମକୋର୍ଟଙ୍କ ପରେ ଦିଲ୍ଲୀର ରାଉଜ ଆଭିନ୍ୟୁ କୋର୍ଟ ରୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଝଟକା ଲାଗିଛି । ସୁପ୍ରିମକୋର୍ଟ କେଜ୍ରିୱାଲଙ୍କ ଗିରଫଦାରୀ ବିରୋଧୀ ଆବେଦନର ତ୍ୱରିତ ଶୁଣାଣିକୁ ମନା କରି ଦେଇଥିଲେ। ଏପ୍ରିଲ ୨୯ରେ ତାଙ୍କ ଆବେଦନର ଶୁଣାଣି ହେବ। ଏହାପରେ ରାଉଜ ଆଭିନ୍ୟୁ କୋର୍ଟ ତାଙ୍କ ନ୍ୟାୟିକ ହେପାଜତର ଅବଧିକୁ ଏପ୍ରିଲ ୨୩ ଯାଏ ବୃଦ୍ଧି କରିଛନ୍ତି | ଆଜି କେଜ୍ରିୱାଲ ନ୍ୟାୟିକ ହେପାଜତର ଅବଧି ଶେଷ ହେଉଥିବାରୁ ଇଡି ତାଙ୍କୁ ଭିଡିଓ କନଫରେନ୍ସିଂ ଜରିଆରେ କୋର୍ଟରେ ହାଜର କରିଥିଲା। ଏହାପରେ କୋର୍ଟ ତାଙ୍କ ଜେଲ ରହଣୀ ଅବଧିକୁ ଏପ୍ରିଲ ୨୩ ଯାଏ ବୃଦ୍ଧି କରିଥିଲେ।






More Stories
ଭୟଙ୍କର ବିମାନ ଦୁର୍ଘଟଣା…..
ଇରାନର ୩ ସର୍ତ୍ତ ମାନିଲେ ବଞ୍ଚିବ…..
ଏସିଆ ସ୍ଥିତି ନେଇ ଅବଗତ କରିବେ ପ୍ରଧାନମନ୍ତ୍ରୀ……