ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦିଲ୍ଲୀ ବିଧାନସଭା ନିର୍ବାଚନରେ ବିଜୟୀ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ଆତିଶୀ। କାଲକାଜି ଆସନରୁ ପ୍ରତିଦ୍ବନ୍ଦ୍ବିତା କରୁଥିବା ଆତିଶୀ ନିକଟତମ ପ୍ରତିଦ୍ବନ୍ଦୀ ତଥା ବିଜେପି ପ୍ରାର୍ଥୀ ରମୋ ବିଧୁରିଙ୍କୁ ପରାଜିତ କରିଛନ୍ତି। ଆପ୍ର ବହୁ ହେଭିୱେଟ ନେତା ଚଳିତ ନିର୍ବାଚନରେ ପରାଜୟ ବରଣ କରିଥିବାବେଳେ ଆତିଶୀଙ୍କ ବିଜୟ ଆପ୍ର ସମ୍ମାନ ରକ୍ଷା କରିବାରେ ସହାୟକ ହୋଇଛି। ଆତିଶୀ ୩ ହଜାର ଭୋଟ ବ୍ୟବଧାନରେ ବିଜୟ ଲାଭ କରିଛନ୍ତି। ଚଳିତ ଥର ଆପ୍ ସରକାର ଗଢ଼ିବା ଆଶା ଶୂନ୍ୟ ହୋଇଥିବାବେଳେ ଦୀର୍ଘବର୍ଷ ପରେ ବିରୋଧୀ ଦଳର ଭୂମିକା ନିର୍ବାହ କରିବାକୁ ଯାଉଛି।






More Stories
୧୧ରେ ମୋଦି-ପୁଟିନ୍ ଦ୍ୱିପାକ୍ଷିକ ଆଲୋଚନା…..
ବାନ୍ଧବୀଙ୍କୁ ଗାଡ଼ି ଚଢାଇ ମାରିଦେଲେ!…..
ସରକାରଙ୍କ ନୂଆ ନିୟମ…..