ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଝଟକା ଲାଗିଛି | ମଧ୍ୟବର୍ତ୍ତିକାଳୀନ ଜାମିନ ଦେବାକୁ ଦିଲ୍ଲୀର ଏକ ଅଦାଲତ ମନା କରିଦେଇଛନ୍ତି। ରାଉଜ୍ ଆଭେନ୍ୟୁ କୋର୍ଟର ସ୍ୱତନ୍ତ୍ର ବିଚାରପତି କାବେରୀ ବାୱେଜା ଚିକିତ୍ସା କାରଣରୁ ୭ ଦିନ ପାଇଁ କେଜ୍ରିୱାଲଙ୍କ ମଧ୍ୟବର୍ତ୍ତିକାଳୀନ ଜାମିନ ଆବେଦନକୁ ଖାରଜ କରିଦେଇଛନ୍ତି। ବିଚାର ବିଭାଗୀୟ ହେପାଜତରେ କେଜ୍ରିୱାଲଙ୍କ ଚିକିତ୍ସା ଆବଶ୍ୟକତା ପୂରଣ କରିବାକୁ କୋର୍ଟ ତିହାର ଜେଲ୍ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ତାଙ୍କ ନିୟମିତ ଜାମିନ ଆବେଦନର ଶୁଣାଣି ଜୁନ୍ ୭ ତାରିଖରେ ହେବ।






More Stories
ବଢ଼ିଲା ନେତାଙ୍କ ସୁରକ୍ଷା…..
ମୋଦି ସରକାରଙ୍କୁ କେଜ୍ରିୱାଲଙ୍କ ଟାର୍ଗେଟ୍,ଅଶିକ୍ଷିତ…..
ବୀମା ନାହିଁ ତ ତେଲ ନାହିଁ ନିର୍ଦ୍ଦେଶ କାର୍ଯ୍ୟକାରୀ କର…..