ରିପୋର୍ଟ କାର୍ଡ / କଟକ
ଦିଲ୍ଲୀ ପଟିଆଲା କୋର୍ଟରୁ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ସମନ ହୋଇଛି । ୨୦୨୩ ଜାନୁଆରି ୪ ତାରିଖରେ ଦିଲ୍ଲୀ ପଟିଆଲା କୋର୍ଟରେ ହାଜର ହେବାକୁ ନିର୍ଦ୍ଦେଶ ଦିଆଯାଇଛି। ନର୍ଥ ଆଭେନ୍ୟୁ ଥାନାରେ ହୋଇଥିବା ଜାତିଆଣ ଆକ୍ଷେପ ମାମଲା ନେଇ ଏହି ସମନ ଜାରି କରିଛନ୍ତି କୋର୍ଟ। କେବଳ ବର୍ଷା ନୁହନ୍ତି, ତାଙ୍କ ମାଆ ଓ ଭଉଣୀଙ୍କୁ ବି ହାଜର ହେବାକୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ। ଅନୁଭବଙ୍କ ଜଣେ ସହଯୋଗୀଙ୍କୁ ବର୍ଷା ଓ ତାଙ୍କ ମାଆ, ଭଉଣୀ ଜାତିଆଣ ଆକ୍ଷେପ କରିବା ନେଇ ଉକ୍ତ ଥାନାରେ ଏତେଲା ହୋଇଥିଲା।






More Stories
ରାଷ୍ଟ୍ରପତିଙ୍କ ଗସ୍ତ:ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରସ୍ତୁତି ଆରମ୍ଭ…..
ପାନ ମସଲାକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ବୟାନ…..
ରାଷ୍ଟ୍ରପତିଙ୍କ ଗସ୍ତ:୩୦ ପ୍ଲାଟୁନ ଫୋର୍ସ ମୁତୟନ…..