ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଆଜି ଅପରାହ୍ନ ୨ଟାରେ ଦିଲ୍ଲୀ ନିର୍ବାଚନ ତାରିଖ ଘୋଷଣା ହେବ | ନିର୍ବାଚନ ଆୟୋଗଙ୍କର ସାମ୍ବାଦିକ ସମ୍ମିଳନୀ ରହିଛି | ଦିଲ୍ଲୀ ନିର୍ବାଚନ ପାଇଁ ତାରିଖ ଘୋଷଣା କରିପାରନ୍ତି ନିର୍ବାଚନ କମିଶନ । ୭୦ ଆସନ ବିଶିଷ୍ଟ ଦିଲ୍ଲୀ ବିଧାନସଭା କାର୍ଯ୍ୟକାଳ ଆସନ୍ତା ଫେବୃଆରୀ ୨୩ ତାରିଖରେ ଶେଷ ହେଉଛି । ତେଣୁ ତା ପୂର୍ବରୁ ନିର୍ବାଚନ ଅନୁଷ୍ଠିତ ହେବ। ଚଳିତବର୍ଷ ଦିଲ୍ଲୀରେ ତ୍ରିମୁଖୀ ଲଢେଇ ହେବ। ମୁଖ୍ୟତଃ ଆମ୍ ଆଦମୀ ପାର୍ଟି, ଭାରତୀୟ ଜନତା ପାର୍ଟି ଏବଂ କଂଗ୍ରେସ ଭିତରେ ମହା ଲଢେଇ ହେବ।






More Stories
ଆଜି ସାରା ଦେଶରେ ଔଷଧ ଦୋକାନ ବନ୍ଦ…..
ଦେଶ ଏକ ବଡ଼ ‘ଆର୍ଥିକ ଝଡ଼’ର ସମ୍ମୁଖୀନ ହେବାକୁ ଯାଉଛି…..
୨୦ରେ ମିଳିବନି ଔଷଧ…..