ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦିଲ୍ଲୀକୁ ଲାଗିଲା ଭୂକମ୍ପର ଝଟକା । ବଡ ଧରଣର ଭୂକମ୍ପରେ ଦୋହଲିଲା ଦିଲ୍ଲୀ । ସକାଳୁ ସକାଳୁ ଥରିଲା ଭାରତର ରାଜଧାନୀ । ସକାଳ ୯ଟା ୪ରେ ଭୂକମ୍ପ ଅନୁଭୂତ । ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୪.୧ ଥିବା ସୂଚନା ମିଳିଛି । ଭୂକମ୍ପର କେନ୍ଦ୍ରସ୍ଥଳ ହରିଆଣାର ରୋହତକ । ତେବେ ଦିଲ୍ଲୀ, ନୋଏଡା ଏବଂ ଗାଜିଆବାଦରେ ଅନୁଭୂତ ହୋଇଛି ଭକମ୍ପ । ପ୍ରାୟ ୧୦ ସେକେଣ୍ଡ ଯାଏଁ ଥରିଲା ଦିଲ୍ଲୀ । ସକାଳୁ ସକାଳୁ ଭୂକମ୍ପରେ ଭୟଭୀତ ଲୋକେ । ବର୍ତ୍ତମାନ ସୁଦ୍ଧା କୌଣସି କ୍ଷୟକ୍ଷତିର ରିପୋର୍ଟ ଆସିନି ।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ଇଣ୍ଡିଆ ବ୍ଲକ ନେତାଙ୍କୁ ସାକ୍ଷାତ କରିବେନି CJI….
୬୦୦ କକ୍ରୋଚ୍ ପାର୍ଟି ସମର୍ଥକ ଅଟକ….