ରିପୋର୍ଟ କାର୍ଡ / ଭୁବନେଶ୍ୱର
କୋଟିପତି ଇଡକଲ୍ ଡେପୁଟି ମ୍ୟାନେଜର ଗୟା ସାନ୍ତରା ଭିଜିଲାନ୍ସ ଦ୍ବାରା ଗିରଫ ହୋଇଛନ୍ତି। ଏନେଇ ଭିଜିଲାନ୍ସ ନିର୍ଦେଶକ ଯଶବନ୍ତ ଜେଠୱା ସୂଚନା ଦେଇଛନ୍ତି। ୨୪ ଘଣ୍ଟା ଧରି ଭିଜିଲାନ୍ସ ସେଲରେ ଅଟକ ଥିବା ଗୟା ସାନ୍ତରାଙ୍କ ନାଁ ରେ ୧୩ଟି ପ୍ଲଟ ଓ ଆଲିସାନ ଫ୍ଲାଟ ଅଛି। ଏହାଛଡ଼ା ତାଙ୍କ ଘରୁ ନଗଦ କୋଟିଏ ୬ ଲକ୍ଷ ଟଙ୍କା ମିଳିଥିଲା।ତାଙ୍କ ଆକାଉଣ୍ଟରେ ରହିଛି ୪ କୋଟି ୧୯ ଲକ୍ଷ ଟଙ୍କା ଚଢ଼ାଉ ବେଳେ କେଜିଏ ସୁନା ଓ ୬ କେଜି ରୁପା ଜବତ ହୋଇଥିଲା।ତାଙ୍କ ସମ୍ପତ୍ତିର ପରିମାଣ ଆହୁରି ବୃଦ୍ଧି ହେବା ନେଇ ଆଶଙ୍କା ରହିଛି।






More Stories
ଓଏଏସ୍ ସ୍ତରରେ ଅଦଳ ବଦଳ…..
ସ୍ୱତନ୍ତ୍ର ଟ୍ରେନରେ ରାଷ୍ଟ୍ରପତି ଙ୍କ ବ୍ରହ୍ମପୁର ଗସ୍ତ…..
ଭୁବନେଶ୍ୱରରେ ରାଷ୍ଟ୍ରପତି……