ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୩୦୫୪୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ୪୨୨ ଜଣ କରୋନା ଆକ୍ରାନ୍ତଂକର ମୃତ୍ୟୁ ଘଟିଛି | ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ,ଏହି ନୂଆ କରୋନା ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୧୭ ଲକ୍ଷ ୨୬ହଜାର ୫୦୭ରେ ପହଞ୍ଚିଛି। ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୨୫ ହଜାର ୧୯୫ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୩ କୋଟି ୮ ଲକ୍ଷ୯୬ ହଜାର ୩୫୪ରେ ପହଁଚିଛି। ଏବେ ଦେଶରେ ୪୨୫୧୯୫ଟି ସକ୍ରିୟ ମାମଲା ରହିଛି ।






More Stories
ଆଜି ଦେଶବ୍ୟାପି ୬ଘଣ୍ଟିଆ ଧର୍ମଘଟ……
୩୦ ସପ୍ତାହର ଗର୍ଭପାତ ପାଇଁ ଅନୁମତି ଦେଲେ ସୁପ୍ରିମକୋର୍ଟ……
ନମାଜ ସମୟରେ ବିସ୍ଫୋରଣ,୧୦ ମୃତ୍ୟୁ…..