ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୩୬୦୮୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଦେଶରେ ୪୯୩ ଜଣଙ୍କ ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ,ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୨୧ ଲକ୍ଷ ୯୨ହଜାର ୫୭୬ରେ ପହଞ୍ଚିଛି। ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୩୧ ହଜାର ୨୨୫ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୩ କୋଟି ୧୩ ଲକ୍ଷ ୭୬ହଜାର ୧୫ରେ ପହଁଚିଛି। ଏବେ ଦେଶରେ ୩୮୫୩୩୬ଟି ସକ୍ରିୟ ମାମଲା ରହିଛି ।






More Stories
ବଦଳିଲା NDA ସଂସଦୀୟ ଦଳର ନାମ…..
ISROର ସାଇଣ୍ଟିଷ୍ଟ ଚାକିରି ଛାଡିଲେ: ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ……
ମୋଦିଙ୍କୁ ଚିଠି ଲେଖିଲେ ଖାର୍ଗେ…..