Report Card Odisha

| Daily Odia News

ଦେଶରେ ୨୪ ଘଣ୍ଟା ମଧ୍ୟରେ ୩୮,୯୪୮ ନୂଆ କରୋନା ସଂକ୍ରମିତ ଚିହ୍ନଟ……

ରିପୋର୍ଟ କାର୍ଡ / ନୂଆଦିଲ୍ଲୀ

ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୩୮,୯୪୮ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨୧୯ କରୋନା ରୋଗୀଙ୍କର ମୃତ୍ୟୁ ଘଟିଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୩୦ ଲକ୍ଷ ୨୭ ହଜାର ୬୨୧ରେ ପହଞ୍ଚିଛି। ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୪୦ ହଜାର ୭୫୨ରେ ପହଞ୍ଚିଛି। ଏବେ ଦେଶରେ ୪୦୪୮୭୪ ସକ୍ରିୟ ମାମଲା ରହିଛି ।ସେହିପରି ୩୨୧୮୧୯୯୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । କେରଳରେ ଦିନକ ମଧ୍ୟରେ ୨୬,୭୦୧ ଜଣ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ଏଥିସହିତ କେରଳରେ

Breaking News