ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶରେ ୨୪ ଘଣ୍ଟା ମଧ୍ୟରେ ୩୯୦୯୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫୪୬ ଜଣଙ୍କ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ- ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୧୩ ଲକ୍ଷ ୩୨ ହଜାର ୧୫୯ରେ ପହଞ୍ଚିଛି। ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୨୦ ହଜାର ୧୬ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୩ କୋଟି ୫ ଲକ୍ଷ ୩ ହଜାର ୧୬୬ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୪୦୮୯୭୭।






More Stories
ବିଜେପି ସଭାପତି ପାଇଁ ୧୯ରେ ନାମାଙ୍କନ…..
ଟ୍ରମ୍ପଙ୍କୁ ନୋବେଲ ପୁରସ୍କାର…..
ଆଜି ମହାରାଷ୍ଟ୍ର ପୌର ନିଗମର ନିର୍ବାଚନ ଫଳ…..