ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶରେ ୨୪ ଘଣ୍ଟା ମଧ୍ୟରେ ୪୧୬୪୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫୯୩ ଜଣଙ୍କ ମୃତ୍ୟୁ ଘଟିଛି | ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୧୬ ଲକ୍ଷ ୧୩ହଜାର ୯୯୩ରେ ପହଞ୍ଚିଛି| ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୨୩ ହଜାର ୮୧୦ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୩ କୋଟି ୭ ଲକ୍ଷ ୮୧ ହଜାର ୨୬୩ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୪୦୮୯୨୦।






More Stories
ହିମସ୍ଖଳନ; ୧୨ ପର୍ବତାରୋହୀ ମୃତ, ୬ ନିଖୋଜ…..
୧୧ରେ ମୋଦି-ପୁଟିନ୍ ଦ୍ୱିପାକ୍ଷିକ ଆଲୋଚନା…..
ବାନ୍ଧବୀଙ୍କୁ ଗାଡ଼ି ଚଢାଇ ମାରିଦେଲେ!…..