ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶରେ ଆଜି ଦୈନିକ କରୋନା ସଂକ୍ରମଣ ୪୩୫୦୯ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୪୦ ଜଣଙ୍କର ମୃତ୍ୟୁ ଘଟିଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୧୫ ଲକ୍ଷ ୨୮ହଜାର ୧୧୪ରେ ପହଞ୍ଚିଛି। ମୃତ୍ୟୁସଂଖ୍ୟା ୪ ଲକ୍ଷ ୨୨ ହଜାର ୬୬୨ରେ ପହଞ୍ଚିଛି। ୩୮,୪୬୫ ଜଣ କରୋନାରୁ ଆରୋଗ୍ୟଲାଭ କରିଥିବା ଜଣାଯାଇଛି। ଏହାକୁ ମିଶାଇ ଦେଶରେ ମୋଟ ୩,୦୭,୦୧,୬୧୨ ଜଣ କରୋନା ସଂକ୍ରମିତ ସୁସ୍ଥ ହୋଇସାରିଛନ୍ତି। ସଂପ୍ରତି ମୋଟ ୪,୦୩,୮୪୦ ଜଣ ସକ୍ରିୟ ସଂକ୍ରମିତ ରହିଛନ୍ତି।






More Stories
୭ ମୋର୍ଚ୍ଚା ପାଇଁ ପ୍ରଭାରୀ ଘୋଷଣା କଲା ଭାଜପା:ଓଡ଼ିଶାର ଏହି ନେତାଙ୍କୁ ମିଳିଲା….
ପ୍ରତି ଆମେରିକୀୟଙ୍କୁ ମିଳିବ ୪.୭୬ ଲକ୍ଷ ଟଙ୍କା!…..
ରାହୁଲ ଗାନ୍ଧୀ ଭିିଭିଆଇପି ନୁହନ୍ତି, ଆମ ସାମନାରେ ସବୁ ମାମଲା ସମାନ……