Report Card Odisha

| Daily Odia News

ଦେଶରେ ୩୦ ହଜାର ତଳକୁ ଖସିଲା କରୋନା ସଂକ୍ରମଣ…..

ରିପୋର୍ଟ କାର୍ଡ / ନୂଆଦିଲ୍ଲୀ

ଦେଶରେ ୩୦ ହଜାର ତଳକୁ ଖସିଲା କରୋନା ସଂକ୍ରମଣ | ୨୪ ଘଣ୍ଟା ମଧ୍ୟରେ ୨୭୨୫୪ କାରଣ ଆକ୍ରାନ୍ତ ଚିହ୍ନଟ ହୋଥିବା ବେଳେ ୨୧୯ ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ଆଜିର ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୩୨ ଲକ୍ଷ ୬୪ ହଜାର ୧୭୫ରେ ପହଞ୍ଚିଛି। ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୪୨ ହଜାର ୮୭୪ରେ ପହଞ୍ଚିଛି। ଏବେ ଦେଶରେ ୩୭୪୨୬୯ ସକ୍ରିୟ ମାମଲା ରହିଛି ।ସେହିପରି ୩୨୪୪୭୦୩୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

 

Breaking News