ରିପୋର୍ଟ କାର୍ଡ / ଭୁବନେଶ୍ୱର
ଦେଶରେ କିଛିଦିନ ହେବ ଦୈନିକ କରୋନା ସଂକ୍ରମଣ କମିଥିବା ବେଳେ ଆଜି ୪୦ ହଜାର ପରେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୩,୬୫୪ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୪୦ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି | ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୨୨ ହଜାର ୦୨୨ରେ ପହଞ୍ଚିଛି । ସମୁଦାୟ ଆରୋଗ୍ୟ ସଂଖ୍ୟା ୩ କୋଟି ୬ ଲକ୍ଷ ୬୩ ହଜାର ୧୪୭ରେ ପହଁଚିଛି । ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୩୯୯୪୩୬ ।






More Stories
ଡଲାର ତୁଳନାରେ ୯୦କୁ ଖସିଲା ଟଙ୍କା…..
୩୧ ଯାଏଁ ଜାରି ରହିବ ଇ-କେଓ୍ବାସି ପ୍ରକ୍ରିୟା…..
୩୦୦ ଟଙ୍କାରେ ମିଳିବ ଗ୍ୟାସ୍ ସିଲିଣ୍ଡର…..