ରିପୋର୍ଟ କାର୍ଡ / ଭୁବନେଶ୍ୱର
ଦେଶରେ କିଛିଦିନ ହେବ ଦୈନିକ କରୋନା ସଂକ୍ରମଣ କମିଥିବା ବେଳେ ଆଜି ୪୦ ହଜାର ପରେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୩,୬୫୪ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୪୦ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି | ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୨୨ ହଜାର ୦୨୨ରେ ପହଞ୍ଚିଛି । ସମୁଦାୟ ଆରୋଗ୍ୟ ସଂଖ୍ୟା ୩ କୋଟି ୬ ଲକ୍ଷ ୬୩ ହଜାର ୧୪୭ରେ ପହଁଚିଛି । ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୩୯୯୪୩୬ ।






More Stories
ସ୍ନାନ ଯାତ୍ରା ପ୍ରସ୍ତୁତି;ପହଣ୍ଡି ପ୍ରାତଃ ୫ ଟା ରୁ!…..
ରାସନ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ: ପ୍ରତି ମେମ୍ବର ପାଇବେ ୭ କେଜି ଶସ୍ୟ……
ମୋ ଝିଅକୁ ଫାଶୀ ଦିଅ…..