ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶରେ ୨୪ ଘଣ୍ଟା ମଧ୍ୟରେ ୪୦,୧୩୪ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହି ପରି ଦେଶରେ ୪୪୨ ଜଣ କରୋନା ଆକ୍ରାନ୍ତନକର ମୃତ୍ୟୁ ଘଟିଛି | ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ଆଜିର ନୂଆକ୍ରାନ୍ତଂକୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୧୬ ଲକ୍ଷ ୯୫ହଜାର ୯୫୮ରେ ପହଞ୍ଚିଛି। ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୨୪ ହଜାର ୭୭୩ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୩ କୋଟି ୮ ଲକ୍ଷ୫୭ ହଜାର ୪୬୭ରେ ପହଁଚିଛି। ଏବେ ଦେଶରେ ୪୧୩୭୧୮ଟି ସକ୍ରିୟ ମାମଲା ରହିଥିବା ବେଳେ ଆରୋଗ୍ୟ ହାର ୯୭.୩୫% ରହିଛି।






More Stories
ବିଜୁ ବାବୁଙ୍କୁ ଟାର୍ଗେଟ୍ କରିନଥିଲି…..
ନୀତିନ ନବୀନଙ୍କ ଇସ୍ତଫା…..
ଓଏଏସ୍ ସ୍ତରରେ ଅଦଳବଦଳ…..