ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୩୯୩୬୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୧୬ ଜଣଙ୍କ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି | ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୧୪ ଲକ୍ଷ ୧ ହଜାର ୨୬୨ରେ ପହଞ୍ଚିଛି। ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୨୦ ହଜାର ୯୬୭ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୩ କୋଟି ୫ ଲକ୍ଷ ୭୯ ହଜାର ୧୦୬ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୪୧୧୧୮୯।






More Stories
ଭାରତ ଆସିବେ ଟ୍ରମ୍ପ!…..
AIIMSରେ ଭର୍ତ୍ତିହେଲେ ପୂର୍ବତନ ଉପରାଷ୍ଟ୍ରପତି……
ISROର ମିଶନ ବିଫଳ:ଗତିପଥ ବଦଳାଇଦେଲା‘ଅନ୍ୱେଷା’……