ରିପୋର୍ଟ କାର୍ଡ / ଭୁବନେଶ୍ୱର
ଦେଶରେ ୨୪ ଘଣ୍ଟା ମଧ୍ୟରେ ୩୩୩୭୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୦୮ ଜଣଙ୍କର ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୩୨ ଲକ୍ଷ ୮ ହଜାର ୩୩୦ରେ ପହଞ୍ଚିଛି । ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୪୨ ହଜାର ୩୧୭ରେ ପହଞ୍ଚିଛି। ଏବେ ଦେଶରେ ୩୯୧୫୧୬ ସକ୍ରିୟ ମାମଲା ରହିଛି ।ସେହିପରି ୩୨୩୭୪୪୯୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।






More Stories
୭ ମୋର୍ଚ୍ଚା ପାଇଁ ପ୍ରଭାରୀ ଘୋଷଣା କଲା ଭାଜପା:ଓଡ଼ିଶାର ଏହି ନେତାଙ୍କୁ ମିଳିଲା….
ପ୍ରତି ଆମେରିକୀୟଙ୍କୁ ମିଳିବ ୪.୭୬ ଲକ୍ଷ ଟଙ୍କା!…..
ରାହୁଲ ଗାନ୍ଧୀ ଭିିଭିଆଇପି ନୁହନ୍ତି, ଆମ ସାମନାରେ ସବୁ ମାମଲା ସମାନ……