ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୨୦୭୯୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୮୦ ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ,ଆଜିର ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୩୮ ଲକ୍ଷ ୩୪ ହଜାର ୭୦୨ରେ ପହଁଚିଛି । ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୪୮ ହଜାର ୯୯୭ରେ ପହଞ୍ଚିଛି । ଏବେ ଦେଶରେ ୨୬୪୪୫୮ ସକ୍ରିୟ ମାମଲା ରହିଛି । ସେହିପରି ୩୩୧୨୧୨୪୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।






More Stories
ଆମକୁ ଜ୍ଞାନେଶ ନୁହେଁ, ଗଣେଶ ଜୀ କରୁଛନ୍ତି ସାହାଯ୍ୟ…..
ଫର୍ମ-୬ରେ ପରିବର୍ତ୍ତନକୁ ମଞ୍ଜୁରୀ ନ ଥିଲା…..
ୟୁପି ରାଜ୍ୟସଭା ନିର୍ବାଚନ ପ୍ରାର୍ଥୀ ଘୋଷଣା କଲା ଭାଜପା…..