ରିପୋର୍ଟ କାର୍ଡ / ଭୁବନେଶ୍ୱର
ଗୁରୁବାର ରାଜ୍ୟସ୍ତରୀୟ ବିକାଶ ବାହନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଆଜିଠାରୁ ଏହା ଜୁନ୍ ୨୧ ଯାଏ ଗଡ଼ିବ। ଏହି ଯୋଜନାର ମୁଖ୍ୟ ଉଦ୍ଦେଶ୍ୟ ହେଲା ସରକାରୀ ଯୋଜନା ସମ୍ବନ୍ଧରେ ଲୋକକଙ୍କୁ ସଚେତନତା କରିବା। ରାଜ୍ୟର ୩୧୪ଟି ବ୍ଲକରେ ଏହି ବିକାଶ ବାହନ ବୁଲିବ। ଏଥିସହିତ ୫ ମହାନଗର ନିଗମ, ୧୧୫ ପୌରାଞ୍ଚଳରେ ବି ଏହି ଯାନ ବୁଲି ସଚେତନ କରିବ।






More Stories
ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍…..
ବଜେଟ ଫୋକସ୍ରେ ମଧ୍ୟବିତ୍ତ…..
ମୟୂରଭଞ୍ଜ ଗସ୍ତର ରାଷ୍ଟ୍ରପତିଙ୍କ ଅନ୍ତିମଦିନ…..